ରାଜ୍ୟ ପ୍ରଶାସନିକ ସ୍ତରରେ ବଡ଼ ଧରଣର ଅଦଳବଦଳ।

ଭୁବନେଶ୍ୱର: ଶ୍ରୀ ପ୍ରଥମେଶ ଅରବିନ୍ଦ ରାଜେଶିର୍କେ (IAS)ଙ୍କୁ ମାଲକାନଗିରିର ନୂତନ ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ୍ ଭାବେ ନିଯୁକ୍ତ କରାଯାଇଛି। ପୂର୍ବରୁ ସେ ବ୍ରହ୍ମପୁର ମହାନଗର ନିଗମର କମିଶନର ଭାବେ କାର୍ଯ୍ୟରତ ଥିଲେ। ଅନ୍ୟପଟେ ବର୍ତ୍ତମାନର ଜିଲ୍ଲାପାଳ ଶ୍ରୀ ସୋମେଶ କୁମାର ଉପାଧ୍ୟାୟଙ୍କୁ ନିର୍ଦ୍ଦେଶକ, ବୟନ ଓ ହସ୍ତତନ୍ତ ଭାବେ ବଦଳି କରାଯାଇଛି।

Share the News .....

Leave a Reply

Your email address will not be published. Required fields are marked *