ସିନେଭିନେତା ଧମେନ୍ଦ୍ରଙ୍କୁ ସ୍ୟାଣ୍ଡ ଆନିମେସନରେ ଶ୍ରଦ୍ଧାଞ୍ଜଳି

ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ସ୍ୟାଣ୍ଡ ଆନିମେସନ ମାଧ୍ୟ୍ୟମରେ ପ୍ରସିଦ୍ଧ ସିନେ କଳାକାର ଧର୍ମେନ୍ଦ୍ରଙ୍କୁ ସ୍ୟାଣ୍ଡ ଆନିମେସନ ମାଧ୍ୟ୍ୟମରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି | ଏହି ସ୍ୟଣ୍ଡ ଆନିମେସନ ପୁରୀରେ ଥିବା ତାଙ୍କ ସ୍ୟାଣ୍ଡ ଆନିମେସନ ଷ୍ଟୁଡିଓରେ ପ୍ରସ୍ତୁତ କରାଯାଇଛି |
ଏହି ସ୍ୟାଣ୍ଡ ଆନିମେସନକୁ ପ୍ରସ୍ତୁତ କରିବାକୁ ମାନସ ସାହୁଙ୍କୁ 2 ଘଣ୍ଟା ସମୟ ଲାଗିଥିଲା| ଏଥିରେ ସେ ପ୍ରସିଦ୍ଧ ସିନେ କଳାକାର ଧର୍ମେନ୍ଦ୍ରଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରିବା ସହିତ ତାଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି| ଏଥିରେ ସେ Tribute to Dharamji and Icon of generationର ବାର୍ତ୍ତା ଦେଇଛନ୍ତି|

Share the News .....

Leave a Reply

Your email address will not be published. Required fields are marked *